1 Chronicles 12:1 — Compare Translations
5 translations compared side by side
Odia - 1840
"ଦାଉଦ ସିଲ୍ଲଗ ରେ ଥିବା ସମୟରେ ଯେଉଁ ବ୍ଯକ୍ତିମାନେ ତାହାଙ୍କ ନିକଟକୁ ଆସିଥିଲେ, ସମାନଙ୍କେର ତାଲିକା ଏହା ଥିଲା। ଦାଉଦ ଯେତବେେଳେ କୀଶଙ୍କ ପୁତ୍ର ଶାଉଲଙ୍କଠାରୁ ଲୁଚି ରହିଥିଲେ, ସେତବେେଳେ ଏହା ଘଟିଥିଲା। ଏହି ଲୋକମାନେ ଦାଉଦଙ୍କୁ ୟୁଦ୍ଧ ସମୟରେ ସାହାୟ୍ଯ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେସମୟରେ ଏହି ଲୋକମାନେ ସିକ୍ଳଗ୍କୁ ତାଙ୍କ କତିକି ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ସହିତ ଯୋଗ ଦେଇଥିବା ସାହସୀ ବୀରଗଣ ଦାଉଦ ସିକ୍ଳଗରେ ଥିବା ସମୟରେ ଯେଉଁ ବ୍ୟକ୍ତିମାନେ ତାହାଙ୍କ ନିକଟକୁ ଆସିଥିଲେ, ସେମାନଙ୍କର ତାଲିକା ଏହା ଥିଲା। ଦାଉଦ ଯେତେବେଳେ କୀଶଙ୍କ ପୁତ୍ର ଶାଉଲଙ୍କଠାରୁ ଲୁଚି ରହିଥିଲେ, ସେତେବେଳେ ଏହା ଘଟିଥିଲା। ଏହି ଲୋକମାନେ ଦାଉଦଙ୍କୁ ଯୁଦ୍ଧ ସମୟରେ ସାହାଯ୍ୟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।