1 Chronicles 12:14 — Compare Translations

5 translations compared side by side

Odia - 1840
"ଏହି ବ୍ଯକ୍ତିମାନେ ଗାଦର ସୈନ୍ଯଦଳର ନେତା ଥିଲେ। ସହେି ଦଳର ସବୁଠାରୁ ଦୁର୍ବଳ ବ୍ଯକ୍ତି 100 ଜଣ ଶତ୍ରୁ ସୈନ୍ଯଙ୍କ ସହତ ୟୁଦ୍ଧ କରିବା ନିମନ୍ତେ ସମର୍ଥ ଥିଲା। ଆଉ ସହେି ଦଳର ସବୁଠାରୁ ପରାକ୍ରମୀ ବ୍ଯକ୍ତି 1,000 ଜଣ ଶତ୍ରୁ ସୈନ୍ଯଙ୍କ ସହିତ ୟୁଦ୍ଧ କରିବା ନିମନ୍ତେ ସାମର୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବ୍ୟକ୍ତିମାନେ ଗା‌ଦ୍‌ର ସୈନ୍ୟଦଳର ନେତା ଥିଲେ। ସେହି ଦଳର ସବୁଠାରୁ ଦୁର୍ବଳ ବ୍ୟକ୍ତି 100 ଜଣ ଶତ୍ରୁ ସୈନ୍ୟଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ସମର୍ଥ ଥିଲା। ଆଉ ସେହି ଦଳର ସବୁଠାରୁ ପରାକ୍ରମୀ ବ୍ୟକ୍ତି 1000 ଜଣ ଶତ୍ରୁ ସୈନ୍ୟଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ସାମର୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ୍, ସେ ଏକ ସହସ୍ର ଲୋକର ସମାନ ଥିଲା।