1 Chronicles 12:15 — Compare Translations

5 translations compared side by side

Odia - 1840
"ଗାଦ ଗୋଷ୍ଠୀର ଏହି ସୈନ୍ଯମାନେ ବର୍ଷର ପ୍ରଥମ ମାସ ରେ ୟର୍ଦ୍ଦନ ନଦୀ ପାର ହାଇୟୋଇଥିଲେ। ବର୍ଷର ଏହି ସମୟରେ ୟର୍ଦ୍ଦନ ନଦୀ ବନ୍ଯା ଜଳ ରେ ପୂର୍ଣ୍ଣ ହାଇେ ରହିଥିଲା। ସମାନେେ ଉପତ୍ୟକା ରେ ବା କରୁଥିବା ସମସ୍ତ ଲୋକଙ୍କୁ ତଡ଼ି ପକାଇଥିଲେ। ସମାନେେ ସହେି ଲୋକମାନଙ୍କୁ ପୂର୍ବ ଓ ପଶ୍ଚିମ ଦିଗକୁ ତଡ଼ି ପଠାଇ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକାସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ଗୋଷ୍ଠୀର ଏହି ସୈନ୍ୟମାନେ ବର୍ଷର ପ୍ରଥମ ମାସରେ ଯର୍ଦ୍ଦନ ନଦୀ ପାର ହୋଇଯାଇଥିଲେ। ବର୍ଷର ଏହି ସମୟରେ ଯର୍ଦ୍ଦନ ନଦୀ ବନ୍ୟା ଜଳରେ ପୂର୍ଣ୍ଣ ହୋଇ ରହିଥିଲା। ସେମାନେ ଉପତ୍ୟକାରେ ବାସ କରୁଥିବା ସମସ୍ତ ଲୋକଙ୍କୁ ତଡ଼ି ପକାଇଥିଲେ। ସେମାନେ ସେହି ଲୋକମାନଙ୍କୁ ପୂର୍ବ ଓ ପଶ୍ଚିମ ଦିଗକୁ ତଡ଼ି ପଠାଇ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।