1 Chronicles 12:16 — Compare Translations
5 translations compared side by side
Odia - 1840
"ସହେି ଦୁର୍ଗ ରେ ବିନ୍ଯାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ଯ ଆସି ଦାଉଦଙ୍କ ସହିତ ୟୋଗ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ସୈନ୍ୟମାନେ ଦାଉଦଙ୍କ ସହିତ ଯୋଗ ଦେଲେ ସେହି ଦୁର୍ଗରେ ବିନ୍ୟାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ୟ ଆସି ଦାଉଦଙ୍କ ସହିତ ଯୋଗ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।