1 Chronicles 12:17 — Compare Translations
5 translations compared side by side
Odia - 1840
"ଦାଉଦ ସମାନଙ୍କେୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସମାନଙ୍କେୁ କହିଲେ, ଯଦି ତୁମ୍ଭେ ଶାନ୍ତି ସହକା ରେ ମାେତେ ସାହାୟ୍ଯ କରିବାକୁ ଆସିଅଛ, ତବେେ ମୁଁ ତୁମ୍ଭକୁ ସ୍ବାଗତ କରୁଅଛି। ମାେ' ସହିତ ସହୟୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ୟ୍ଯ କରି ନ ଥିବା ସତ୍ତ୍ବେ ଯଦି ତୁମ୍ଭେ ମାେ' ବିରୁଦ୍ଧ ରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତବେେ ଆମ୍ଭମାନଙ୍କ ପୂର୍ବ ପୁରୁଷ ଗଣଙ୍କର ପରମେଶ୍ବର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯେବେ ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ କତିକି ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯେବେ ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସେମାନଙ୍କୁ କହିଲେ, “ଯଦି ତୁମ୍ଭେ ଶାନ୍ତି ସହକାରେ ମୋତେ ସାହାଯ୍ୟ କରିବାକୁ ଆସିଅଛ, ତେବେ ମୁଁ ତୁମ୍ଭକୁ ସ୍ୱାଗତ କରୁଅଛି। ମୋ’ ସହିତ ସହଯୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନ ଥିବା ସତ୍ତ୍ୱେ ଯଦି ତୁମ୍ଭେ ମୋ’ ବିରୁଦ୍ଧରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତେବେ ଆମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋ’ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋ’ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋ’ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।