1 Chronicles 12:19 — Compare Translations

5 translations compared side by side

Odia - 1840
"ମନଃଶୀଯ ଗୋଷ୍ଠୀର କେତକେ ବ୍ଯକ୍ତି ମଧ୍ଯ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତବେେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇଥିଲେ, ସେତବେେଳେ ସମାନେେ ତାହାଙ୍କ ସହିତ ଯୋଗ ଦଇେଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତ ରେ ପଲେଷ୍ଟୀୟମାନଙ୍କୁ ସାହାୟ୍ଯ କରି ନ ଥିଲେ। ଦାଉଦ ଯେ ସମାନଙ୍କେୁ ସାହାୟ୍ଯ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା'ପରେ ସମାନେେ ତାହାଙ୍କୁ ପଠାଇଦବୋ ନିମନ୍ତେ ସ୍ଥିର କଲେ। ସହେି ଶାସକମାନେ କହିଲେ, ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫରେିୟାଏ, ତବେେ ଆମ୍ଭମାନଙ୍କର ମୁଣ୍ଡକାଟ ହବେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶୀୟ-ମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶୀୟ ଗୋଷ୍ଠୀର କେତେକ ବ୍ୟକ୍ତି ମଧ୍ୟ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତେବେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇଥିଲେ, ସେତେବେଳେ ସେମାନେ ତାହାଙ୍କ ସହିତ ଯୋଗ ଦେଇଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତରେ ପଲେଷ୍ଟୀୟମାନଙ୍କୁ ସାହାଯ୍ୟ କରି ନ ଥିଲେ। ଦାଉଦ ଯେ ସେମାନଙ୍କୁ ସାହାଯ୍ୟ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା’ପରେ ସେମାନେ ତାହାଙ୍କୁ ପଠାଇଦେବା ନିମନ୍ତେ ସ୍ଥିର କଲେ। ସେହି ଶାସକମାନେ କହିଲେ, “ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫେରିଯାଏ, ତେବେ ଆମ୍ଭମାନଙ୍କର ମୁଣ୍ଡକାଟ ହେବ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
Odia IRV 2017 (ଓଡିଆ ବାଇବେଲ)
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”