1 Chronicles 12:2 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ ଧନୁର୍ଦ୍ଧର ଥିଲେ, ଯେଉଁମାନେ ଡ଼ାହାଣ ଓ ବାମ ଉଭୟ ହସ୍ତଦ୍ବାରା ଧନୁରୁ ତୀର ମାରିପାରୁଥିଲେ। ଆହୁରି ମଧ୍ଯ, ସମାନେେ ସମାନଙ୍କେ ଡ଼ାହାଣ ଓ ବାମ, ଉଭୟ ହସ୍ତଦ୍ବାରା ବାଟୁଳି ଦ୍ବାରା ପଥର ମାରିପାରୁ ଥିଲେ। ସମାନେେ ବିନ୍ଯାମୀନୀଯ ଗୋଷ୍ଠୀବର୍ଗ ଓ ଶାଉଲଙ୍କ ଆତ୍ମୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଧନୁର୍ଦ୍ଧର ଥିଲେ, ଯେଉଁମାନେ ଡାହାଣ ଓ ବାମ ଉଭୟ ହସ୍ତଦ୍ୱାରା ଧନୁରୁ ତୀର ମାରିପାରୁଥିଲେ। ଆହୁରି ମଧ୍ୟ, ସେମାନେ ସେମାନଙ୍କ ଡାହାଣ ଓ ବାମ, ଉଭୟ ହସ୍ତଦ୍ୱାରା ବାଟୁଳି ଦ୍ୱାରା ପଥର ମାରିପାରୁଥିଲେ। ସେମାନେ ବିନ୍ୟାମୀନୀୟ ଗୋଷ୍ଠୀବର୍ଗ ଓ ଶାଉଲଙ୍କ ଆତ୍ମୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।