1 Chronicles 12:20 — Compare Translations
5 translations compared side by side
Odia - 1840
"ଦାଉଦ ସିକ୍ଲଗ ସହରକୁ ୟିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ୟୋଗ ଦଇେଥିଲେ; ଅଦ୍ନହ, ୟୋଷାବଦ୍, ୟିଦୀଯଲେ, ମୀଖାଯଲେ, ୟୋଷାବଦ୍, ଇଲିହୂ, ଓ ସିଲ୍ଲଥଯ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ଯଙ୍କର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ସିକ୍ଳଗ୍କୁ ଯିବା ବେଳେ ମନଃଶି ସମ୍ଵନ୍ଧୀୟ ଅଦ୍ନହ ଓ ଯୋଷାବଦ୍ ଓ ଯିଦୀୟେଲ ଓ ମୀଖାୟେଲ ଓ ଯୋଷାବଦ୍ ଓ ଇଲିହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସିକ୍ଳଗ ସହରକୁ ଯିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ଯୋଗ ଦେଇଥିଲେ; ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲିହୂ, ଓ ସିଲ୍ଲଥୟ। ଯେଉଁମାନେ ମନଃଶିର 1000 ଜଣ ସୈନ୍ୟଙ୍କର ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।