1 Chronicles 12:21 — Compare Translations
5 translations compared side by side
Odia - 1840
"ସମାନେେ ମନ୍ଦ ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ଦାଉଦଙ୍କୁ ସାହାୟ୍ଯ କରୁଥିଲେ। ଏହି ମନ୍ଦ ଲୋକମାନେ ଦେଶସାରା ବ୍ଯାପି ୟାଇଥିଲେ ଓ ଲୋକମାଙ୍କର ଜିନିଷପତ୍ର ଚେୀରି କରିନଇେ ଯାଉଥିଲେ। ମନଃଶିର ଏହି ଲୋକମାନେ ଦୁଃସାହସୀ ସୈନ୍ଯ ଥିଲେ। ସମାନେେ ଦାଉଦଙ୍କ ସୈନ୍ଯଦଳର ସନୋଧ୍ଯକ୍ଷ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଲୁଟକାରୀ ଦଳ ପ୍ରତିକୂଳରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମନ୍ଦ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦାଉଦଙ୍କୁ ସାହାଯ୍ୟ କରୁଥିଲେ। ଏହି ମନ୍ଦ ଲୋକମାନେ ଦେଶସାରା ବ୍ୟାପି ଯାଇଥିଲେ ଓ ଲୋକମାନଙ୍କର ଜିନିଷପତ୍ର ଗ୍ଭେରି କରିନେଇ ଯାଉଥିଲେ। ମନଃଶିର ଏହି ଲୋକମାନେ ଦୁଃସାହସୀ ସୈନ୍ୟ ଥିଲେ। ସେମାନେ ଦାଉଦଙ୍କ ସୈନ୍ୟଦଳର ସେନାଧ୍ୟକ୍ଷ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।