1 Chronicles 12:22 — Compare Translations
5 translations compared side by side
Odia - 1840
"ଦାଉଦ୍ଙ୍କୁ ସାହାୟ୍ଯ କରିବା ନିମନ୍ତେ ପ୍ରେତ୍ୟକକ ଦିନ ଅଧିକରୁ ଅଧିକ ସଂଖ୍ଯକ ଲୋକ ଆସିବାକୁ ଲାଗିଲେ। ତେଣୁ ଦାଉଦଙ୍କର ଏକ ବିଶାଳ ଓ ମହାପରାକ୍ରମୀ ସୈନ୍ଯଦଳ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ଵରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କୁ ସାହାଯ୍ୟ କରିବା ନିମନ୍ତେ ପ୍ରତ୍ୟେକ ଦିନ ଅଧିକରୁ ଅଧିକ ସଂଖ୍ୟକ ଲୋକ ଆସିବାକୁ ଲାଗିଲେ। ତେଣୁ ଦାଉଦଙ୍କର ଏକ ବିଶାଳ ଓ ମହାପରାକ୍ରମୀ ସୈନ୍ୟଦଳ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।