1 Chronicles 12:23 — Compare Translations
5 translations compared side by side
Odia - 1840
"ହିବ୍ରୋଣ ସହର ରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ଯା ଏହିପରି ଥିଲା। ଏହି ଲୋକମାନେ ୟୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସମାନେେ ଶାଉଲଙ୍କ ରାଜ୍ଯକୁ ଦାଉଦଙ୍କ ହସ୍ତ ରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସମାନଙ୍କେ ସଂଖ୍ଯା ଏହିପରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ କତିକି ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକମାନେ ହିବ୍ରୋଣଠାରେ ଦାଉଦଙ୍କ ସହିତ ଯୋଗ ଦେଲେ ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ୟା ଏହିପରି ଥିଲା। ଏହି ଲୋକମାନେ ଯୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସେମାନେ ଶାଉଲଙ୍କ ରାଜ୍ୟକୁ ଦାଉଦଙ୍କ ହସ୍ତରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସେମାନଙ୍କ ସଂଖ୍ୟା ଏହିପରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।