1 Chronicles 12:24 — Compare Translations
5 translations compared side by side
Odia - 1840
"ଯିହୁଦା ଗୋଷ୍ଠୀରୁ 6,800 ଲୋକ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସମାନେେ ଢ଼ାଲ ଓ ବର୍ଚ୍ଛା ବହନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଗୋଷ୍ଠୀରୁ 6800 ଲୋକ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସେମାନେ ଢାଲ ଓ ବର୍ଚ୍ଛା ବହନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।