1 Chronicles 12:25 — Compare Translations

5 translations compared side by side

Odia - 1840
"ଶିମିୟୋନ ଗୋଷ୍ଠୀରୁ 7,100 ଲୋକ ଥିଲେ। ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ସମାନେେ ସାହସୀ ସୈନ୍ଯଗଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୀୟୋନ୍-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନ ଗୋଷ୍ଠୀରୁ 7100 ଲୋକ ଥିଲେ। ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ସେମାନେ ସାହସୀ ସୈନ୍ୟଗଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
Odia IRV 2017 (ଓଡିଆ ବାଇବେଲ)
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।