1 Chronicles 12:27 — Compare Translations
5 translations compared side by side
Odia - 1840
"ଯିହାୟୋଦାରଦା ସହେି ଦଳ ରେ ଥିଲେ। ସେ ହାରୋଣଙ୍କ ପରିବାରର ମୁଖ୍ଯ ଥିଲେ। ଯିହାୟୋଦାରଦାଙ୍କ ସହିତ 3,700 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ସେହି ଦଳରେ ଥିଲେ। ସେ ହାରୋଣଙ୍କ ପରିବାରର ମୁଖ୍ୟ ଥିଲେ। ଯିହୋୟାଦାଙ୍କ ସହିତ 3700 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।