1 Chronicles 12:28 — Compare Translations
5 translations compared side by side
Odia - 1840
"ସାଦୋକ୍ ମଧ୍ଯ ସହେି ଦଳ ରେ ଥିଲେ। ସେ ଜଣେ ସାହସୀ ୟୁବା ସୈନ୍ଯ ଥିଲେ। ସେ ତାଙ୍କ ପରିବାରର ବାଇଶ ଜଣ କାର୍ୟ୍ଯକାରୀଙ୍କ ସହିତ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାଦୋକ୍ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସାଦୋକ୍ ମଧ୍ୟ ସେହି ଦଳରେ ଥିଲେ। ସେ ଜଣେ ସାହସୀ ଯୁବା ସୈନ୍ୟ ଥିଲେ। ସେ ତାଙ୍କ ପରିବାରର ବାଇଶ ଜଣ କାର୍ଯ୍ୟକାରୀଙ୍କ ସହିତ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।