1 Chronicles 12:29 — Compare Translations

5 translations compared side by side

Odia - 1840
"ବିନ୍ଯାମୀନ ଗୋଷ୍ଠୀରୁ 3,000 ଲୋକ ଥିଲେ। ସମାନେେ ଶାଉଲଙ୍କ ଆତ୍ମୀଯ ଥିଲେ। ସହେି ପର୍ୟ୍ଯନ୍ତ ସମାନଙ୍କେ ମଧ୍ଯରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ବସ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ଵୀକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ଗୋଷ୍ଠୀରୁ 3000 ଲୋକ ଥିଲେ। ସେମାନେ ଶାଉଲଙ୍କ ଆତ୍ମୀୟ ଥିଲେ। ସେହି ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ୱସ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।