1 Chronicles 12:3 — Compare Translations
5 translations compared side by side
Odia - 1840
"ଅହୀଯଷେର, ସମାନଙ୍କେ ନେତା ଓ ୟୋଯାଶ (ଅହୀଯଷେର ଓ ୟୋଯାଶ, ଗିବିଯାଥୀଯରୁ ଶମାଯରଙ୍କ ପୁତ୍ର ଥିଲେ।) ୟିଷୀଯଲେ ଓ ପେଲ୍ଟ ଅସ୍ମାବତଙ୍କର ପୁତ୍ର ଥିଲେ; ଅନାେଥାତୀଯରୁ ବରାଖା ଓ ଯହେୁ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍ ଓ ପେଲଟ୍ ଓ ଅନାଥୋତୀୟ ବରାଖା ଓ ଯେହୂ;
Odia Bible ERV 2004 (ପବିତ୍ର ବାଇବଲ)
ଅହୀୟେଷର, ସେମାନଙ୍କ ନେତା ଓ ଯୋୟାଶ (ଅହୀୟେଷର ଓ ଯୋୟାଶ, ଗିବିୟାଥୀୟରୁ ଶମାୟରଙ୍କ ପୁତ୍ର ଥିଲେ)। ଯିଷୀୟେଲ ଓ ପେଲ୍ଟ ଅସ୍ମାବତଙ୍କର ପୁତ୍ର ଥିଲେ; ଅନାଥୋତୀୟରୁ ବରାଖା ଓ ଯେହୂ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;