1 Chronicles 12:30 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ଗୋଷ୍ଠୀରୁ 20,800 ଲୋକ ଥିଲେ। ସମାନେେ ସାହସୀ ସୈନ୍ଯ ଥିଲେ। ସମାନେେ ନିଜର ପରିବାର ରେ ଅତି ପ୍ରସିଦ୍ଧ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ୍-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ଗୋଷ୍ଠୀରୁ 20,800 ଲୋକ ଥିଲେ। ସେମାନେ ସାହସୀ ସୈନ୍ୟ ଥିଲେ। ସେମାନେ ନିଜର ପରିବାରରେ ଅତି ପ୍ରସିଦ୍ଧ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।