1 Chronicles 12:31 — Compare Translations
5 translations compared side by side
Odia - 1840
"ମନଃଶି ଅର୍ଦ୍ଧକେ ଗୋଷ୍ଠୀରୁ 18,000 ଲୋକ ଥିଲେ। ଦାଉଦଙ୍କୁ ରାଜା କରିବା ପାଇଁ ସମାନଙ୍କେୁ ନାମ ଧରି ଡକା ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନଃଶିର ଅର୍ଦ୍ଧବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ଆସିବାକୁ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିର ଅର୍ଦ୍ଧେକ ଗୋଷ୍ଠୀରୁ 18,000 ଲୋକ ଥିଲେ। ଦାଉଦଙ୍କୁ ରାଜା କରିବା ପାଇଁ ସେମାନଙ୍କୁ ନାମ ଧରି ଡକା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।