1 Chronicles 12:32 — Compare Translations
5 translations compared side by side
Odia - 1840
"ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସେହି ବ୍ୟକ୍ତିମାନେ ଇସ୍ରାଏଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସେମାନଙ୍କର ଆତ୍ମୀୟମାନେ ସେମାନଙ୍କ ସହିତରେ ଓ ସେମାନଙ୍କ ଅଧୀନରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।