1 Chronicles 12:33 — Compare Translations

5 translations compared side by side

Odia - 1840
"ସବୂଲୂନ ଗୋଷ୍ଠୀରୁ 50,000 ସୈନ୍ଯ ଥିଲେ। ସମାନେେ ସବୁପ୍ରକାର ଅସ୍ତ୍ରଶସ୍ତ୍ର ବ୍ଯବହାର କରିବା ନିମନ୍ତେ ତାଲିମପ୍ରାପ୍ତ ହାଇେଥିଲେ । ଏବଂ ଦାଉଦଙ୍କୁ ବିନା ସନ୍ଦହେ ରେ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୂଲୂନ୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ଵିମନା ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୂଲୂନ ଗୋଷ୍ଠୀରୁ 50,000 ସୈନ୍ୟ ଥିଲେ। ସେମାନେ ସବୁପ୍ରକାର ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ନିମନ୍ତେ ତାଲିମପ୍ରାପ୍ତ ହୋଇଥିଲେ । ଏବଂ ଦାଉଦଙ୍କୁ ବିନା ସନ୍ଦେହରେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।