1 Chronicles 12:34 — Compare Translations

5 translations compared side by side

Odia - 1840
"ନପ୍ତଲି ଗୋଷ୍ଠୀ 1,000 କାର୍ୟ୍ଯକାରୀ ଥିଲେ। ସମାନଙ୍କେ ସହିତ 37,000 ଲୋକ ଥିଲେ। ଏହି ଲୋକମାନେ ଢ଼ାଲ ଓ ବର୍ଚ୍ଛାଧାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲି ଗୋଷ୍ଠୀରୁ 1000 କାର୍ଯ୍ୟକାରୀ ଥିଲେ। ସେମାନଙ୍କ ସହିତ 37,000 ଲୋକ ଥିଲେ। ଏହି ଲୋକମାନେ ଢାଲ ଓ ବର୍ଚ୍ଛାଧାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।