1 Chronicles 12:35 — Compare Translations
5 translations compared side by side
Odia - 1840
"ଦାନୀଯ ଗୋଷ୍ଠୀ 28,600 ଲୋକ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ୍ ଗୋଷ୍ଠୀରୁ 28,600 ଲୋକ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।