1 Chronicles 12:36 — Compare Translations
5 translations compared side by side
Odia - 1840
"ଆଶରେ ଗୋଷ୍ଠୀରୁ 40,000 ତାଲିମପ୍ରାପ୍ତ ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଶେର୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେର ଗୋଷ୍ଠୀରୁ 40,000 ତାଲିମପ୍ରାପ୍ତ ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
Odia IRV 2017 (ଓଡିଆ ବାଇବେଲ)
ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।