1 Chronicles 12:37 — Compare Translations
5 translations compared side by side
Odia - 1840
"ୟର୍ଦ୍ଦନ ନଦୀର ପୂର୍ବ ଦିଗରୁ ରୁବନ୍େ, ଗାଦ ଓ ମନଃଶିର ଅର୍ଦ୍ଧକେ ପରିବାରବର୍ଗର 1,20,000 ଲୋକ ଥିଲେ। ଏହି ଲୋକମାନଙ୍କ ନିକଟରେ ସବୁ ପ୍ରକାରର ଅସ୍ତ୍ରଶସ୍ତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଯର୍ଦ୍ଦନ ନଦୀର ପୂର୍ବ ଦିଗରୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗର 120,000 ଲୋକ ଥିଲେ। ଏହି ଲୋକମାନଙ୍କ ନିକଟରେ ସବୁ ପ୍ରକାରର ଅସ୍ତ୍ରଶସ୍ତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।