1 Chronicles 12:38 — Compare Translations
5 translations compared side by side
Odia - 1840
"ସହେି ସମସ୍ତ ଲୋକମାନେ ସାହସୀ ସୈନ୍ଯ ଥିଲେ। ସମାନେେ ସମ୍ପୂର୍ଣ୍ଣ ଏକମତ ହାଇେ ଦାଉଦଙ୍କୁ ଇଶ୍ରାୟେଲର ରାଜା କରିବା ନିମନ୍ତେ ହିବ୍ରୋଣ ସହରକୁ ଆସିଥିଲେ। ଇଶ୍ରାୟେଲର ଅବଶିଷ୍ଟ ସମସ୍ତ ଲୋକ ମଧ୍ଯ ଦାଉଦଙ୍କୁ ରାଜା କରିବା ନିମନ୍ତେ ସମ୍ମତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମସ୍ତ ଲୋକମାନେ ସାହସୀ ସୈନ୍ୟ ଥିଲେ। ସେମାନେ ସମ୍ପୂର୍ଣ୍ଣ ଏକମତ ହୋଇ ଦାଉଦଙ୍କୁ ଇସ୍ରାଏଲର ରାଜା କରିବା ନିମନ୍ତେ ହିବ୍ରୋଣ ସହରକୁ ଆସିଥିଲେ। ଇସ୍ରାଏଲର ଅବଶିଷ୍ଟ ସମସ୍ତ ଲୋକ ମଧ୍ୟ ଦାଉଦଙ୍କୁ ରାଜା କରିବା ନିମନ୍ତେ ସମ୍ମତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।