1 Chronicles 12:39 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଦାଉଦଙ୍କ ସହିତ ହିବ୍ରୋଣ ରେ ତିନିଦିନ କଟାଇଲେ। ସମାନେେ ଭୋଜନ କଲେ ଓ ପାନ କଲେ, କାରଣ ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଦାଉଦଙ୍କ ସହିତ ହିବ୍ରୋଣରେ ତିନି ଦିନ କଟାଇଲେ। ସେମାନେ ଭୋଜନ କଲେ ଓ ପାନ କଲେ, କାରଣ ସେମାନଙ୍କର ଆତ୍ମୀୟମାନେ ସେମାନଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।