1 Chronicles 12:4 — Compare Translations

5 translations compared side by side

Odia - 1840
"ଗିବିଯୋନ ୟିଶ୍ମଯିଯ ତିରିଶ ଜଣ ବୀରଙ୍କ ମଧିଅରେ ବଳଶାଳୀ ଥିଲେ ଓ ସେ ଏହି ତିରିଶ ଜଣ ବୀରଙ୍କର ଜଣେ ନେତା ଥିଲେ। ଗଦରୋଥୀଯ ଲୋକମାନଙ୍କ ମଧ୍ଯରୁ ଯିରିମିୟ, ୟହସୀଯଲେ, ୟୋହାନନ ଓ ୟୋଷାବଦ୍ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ୍ ଓ ଯୋହାନନ୍ ଓ ଗଦେରାଥୀୟ ଯୋଷାବଦ୍;
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟୋନ ଯିଶ୍ମୟିୟ ତିରିଶ୍ ଜଣ ବୀରଙ୍କ ମଧ୍ୟରେ ବଳଶାଳୀ ଥିଲେ ଓ ସେ ଏହି ତିରିଶ୍ ଜଣ ବୀରଙ୍କର ଜଣେ ନେତା ଥିଲେ। ଗଦେରାଥୀୟ ଲୋକମାନଙ୍କ ମଧ୍ୟରୁ ଯିରିମିୟ, ଯହସୀୟେଲ, ଯୋହାନନ୍ ଓ ଯୋଷାବଦ୍ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;