1 Chronicles 12:40 — Compare Translations

5 translations compared side by side

Odia - 1840
"ଆହୁରି ମଧ୍ଯ ସମାନଙ୍କେର ପଡ଼ୋଶୀ ଇଷାଖର, ସବଲୂନ୍ ଓ ନପ୍ତାଲି ଗୋଷ୍ଠୀର ଲୋକମାନେ ଗଧ, ଓଟ, ଖଚର ଓ ବଳଦ ଉପରେ ଖାଦ୍ୟଦ୍ରବ୍ଯ ଲଦି ସମାନଙ୍କେ ନିକଟକୁ ଆଣୁଥିଲେ। ସମାନେେ ବହୁତ ପରିମାଣ ରେ ମଇଦା, ଡ଼ିମ୍ବିରି ଫଳରୁ ପ୍ରସ୍ତୁତ ପିଠା, କିସମିସ୍, ଦ୍ରାକ୍ଷାରସ, ତୈଳ, ଗୋପଲ ଓ ମଷେପଲ ନଇେ ଆସୁଥିଲେ। ଇଶ୍ରାୟେଲ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଇଷାଖର ଓ ସବୂଲୂନ୍ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ ଓ ଉଷ୍ଟ୍ର ଓ ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମିରିଚକ୍ତି ଓ ଦ୍ରାକ୍ଷାପେଣ୍ତା ଓ ଦ୍ରାକ୍ଷାରସ ଓ ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ସେମାନଙ୍କର ପଡ଼ୋଶୀ ଇଷାଖର, ସବୁଲୂନ୍ ଓ ନପ୍ତାଲି ଗୋଷ୍ଠୀର ଲୋକମାନେ ଗଧ, ଓଟ, ଖଚର ଓ ବଳଦ ଉପରେ ଖାଦ୍ୟଦ୍ରବ୍ୟ ଲଦି ସେମାନଙ୍କ ନିକଟକୁ ଆଣୁଥିଲେ। ସେମାନେ ବହୁତ ପରିମାଣରେ ମଇଦା, ଡିମ୍ବିରି ଫଳରୁ ପ୍ରସ୍ତୁତ ପିଠା, କି‌‌‌ସ୍‌ମିସ୍, ଦ୍ରାକ୍ଷାରସ, ତୈଳ, ଗୋପଲ ଓ ମେଷପଲ ନେଇ ଆସୁଥିଲେ। ଇସ୍ରାଏଲ ଲୋକମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟ ଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରିଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।