1 Chronicles 12:7 — Compare Translations
5 translations compared side by side
Odia - 1840
"ଗଦୋର ସହରର ୟିରୋହମଙ୍କ ପୁତ୍ର ଯାୟେଲା ଓ ସବଦିଯ ସାହସୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ଗଦୋର ସହରର ଯିରୋହମଙ୍କ ପୁତ୍ର ଯୋୟେଲା ଓ ସବଦିୟ ସାହସୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
Odia IRV 2017 (ଓଡିଆ ବାଇବେଲ)
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।