1 Chronicles 13:1 — Compare Translations

5 translations compared side by side

Odia - 1840
"ଦାଉଦ ତାଙ୍କ ସୈନ୍ଯଦଳର ସମସ୍ତ ସନୋଧ୍ଯକ୍ଷମାନଙ୍କ ସହିତ କଥାବାର୍ତ୍ତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମସିନ୍ଦୁକ ଫେରାଇ ଅଣାଗଲା ଦାଉଦ ତାଙ୍କ ସୈନ୍ୟଦଳର ସମସ୍ତ ସେନାଧ୍ୟକ୍ଷମାନଙ୍କ ସହିତ କଥାବାର୍ତ୍ତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।