1 Chronicles 13:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଉଷଙ୍କ ପ୍ରତି ଅତ୍ଯନ୍ତ କୋରାଧାନ୍ବିତ ହେଲେ। ସଦାପ୍ରଭୁ ଉଷଙ୍କୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସହେିଠା ରେ ପରମେଶ୍ବରଙ୍କ ସମ୍ମୁଖ ରେ ମୃତ୍ଯୁ ଭୋଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉଷ ପ୍ରତି ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଉଷକୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସେହିଠାରେ ପରମେଶ୍ୱରଙ୍କ ସମ୍ମୁଖରେ ମୃତ୍ୟୁ ଭୋଗ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।