1 Chronicles 13:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ଉଷଙ୍କ ପ୍ରତି ଆପଣାର କୋର୍ଧ ପ୍ରକାଶିତ କଲେ। ଏଥି ନିମନ୍ତେ ଦାଉଦ ଅସନ୍ତୁଷ୍ଟ ହେଲେ। ସହେି ସମୟଠାରୁ ଆଜି ପର୍ୟ୍ଯନ୍ତ ସହେି ସ୍ଥାନ ପରେସ-ଉଷ ନାମ ରେ ନାମିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉଷଙ୍କ ପ୍ରତି ଆପଣାର କ୍ରୋଧ ପ୍ରକାଶିତ କଲେ। ଏଥିନିମନ୍ତେ ଦାଉଦ ଅସନ୍ତୁଷ୍ଟ ହେଲେ। ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନ “ପେରସ-ଉଷ” ନାମରେ ନାମିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।