1 Chronicles 13:12 — Compare Translations

5 translations compared side by side

Odia - 1840
"ସହେିଦିନ ଦାଉଦ ପରମେଶ୍ବରଙ୍କୁ ଭୟ କଲେ। ଦାଉଦ କହିଲେ, ମୁଁ ଏଠାକୁ ମାେ ନିକଟକୁ ନିଯମସିନ୍ଦୁକକୁ ଆଣିପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଦାଉଦ ପରମେଶ୍ୱରଙ୍କୁ ଭୟ କଲେ। ଦାଉଦ କହିଲେ, “ମୁଁ ଏଠାକୁ ମୋ’ ନିକଟକୁ ନିୟମସିନ୍ଦୁକକୁ ଆଣିପାରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋ’ ନିକଟକୁ ଗୃହକୁ ଆଣିବି?”