1 Chronicles 13:13 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ନିଯମସିନ୍ଦୁକକୁ ତାଙ୍କ ସହିତ ଦାଉଦ ନଗରକୁ ନେଲେ ନାହିଁ। ସେ ନିଯମସିନ୍ଦୁକକୁ ଓବେଦ୍-ଇଦୋମର ଗୃହ ରେ ଛାଡ଼ିଦଇେ ଗଲେ। ଓବେଦ୍-ଇଦୋମ ଗାଥ୍ ନଗରର ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ନିୟମସିନ୍ଦୁକକୁ ତାଙ୍କ ସହିତ ଦାଉଦ ନଗରକୁ ନେଲେ ନାହିଁ। ସେ ନିୟମସିନ୍ଦୁକକୁ ଓବେଦ୍-ଇଦୋମର ଗୃହରେ ଛାଡ଼ିଦେଇ ଗଲେ। ଓବେଦ୍-ଇଦୋମ ଗାଥ୍ ନଗରର ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।