1 Chronicles 13:14 — Compare Translations

5 translations compared side by side

Odia - 1840
"ନିଯମସିନ୍ଦୁକ ଓବେଦ୍-ଇଦୋମଙ୍କର ପରିବାର ସହିତ ତାହାଙ୍କ ଗୃହ ରେ ତିନିମାସ ରହିଲା। ସଦାପ୍ରଭୁ ଓବେଦ୍-ଇଦୋମଙ୍କର ପରିବାରକୁ ଓ ଓବେଦ୍-ଇଦୋମଙ୍କର ନିଜସ୍ବ ସମସ୍ତ ସମ୍ପତ୍ତି ଉପରେ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମସିନ୍ଦୁକ ଓବେଦ୍-ଇଦୋମଙ୍କର ପରିବାର ସହିତ ତାହାଙ୍କ ଗୃହରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦ୍-ଇଦୋମଙ୍କର ପରିବାରକୁ ଓ ଓବେଦ୍-ଇଦୋମଙ୍କର ନିଜସ୍ୱ ସମସ୍ତ ସମ୍ପତ୍ତି ଉପରେ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।