1 Chronicles 13:3 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ୟିରୁଶାଲମ ରେ ଆମ୍ଭମାନଙ୍କ ନିକଟକୁ ନିଯମ ସିନ୍ଦୁକକୁ ଫରୋଇ ଆଣିବା। ଶାଉଲ ରାଜା ଥିବା ସମୟରେ ଆମ୍ଭମାନେେ ନିଯମସିନ୍ଦୁକ ପ୍ରତି ଯତ୍ନଶୀଳ ହାଇେ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଯିରୁଶାଲମରେ ଆମ୍ଭମାନଙ୍କ ନିକଟକୁ ନିୟମ-ସିନ୍ଦୁକକୁ ଫେରାଇ ଆଣିବା। ଶାଉଲ ରାଜା ଥିବା ସମୟରେ ଆମ୍ଭେମାନେ ନିୟମସିନ୍ଦୁକ ପ୍ରତି ଯତ୍ନଶୀଳ ହୋଇ ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”