1 Chronicles 13:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ଲୋକ ଦାଉଦଙ୍କ ସହିତ ଏକମତ ହେଲେ। ସମାନଙ୍କେର ହୃଦବୋଧ ହେଲା ଯେ, ଏହା ହିଁ ଯଥାର୍ଥ କର୍ମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କ ସହିତ ଏକମତ ହେଲେ। ସେମାନଙ୍କର ହୃ‌ଦ୍‌ବୋଧ ହେଲା ଯେ, ଏହା ହିଁ ଯଥାର୍ଥ କର୍ମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।