1 Chronicles 13:5 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ମିଶରର ଶିଯୋରନଦୀଠାରୁ ହମାତର ସହର ପର୍ୟ୍ଯନ୍ତ ଇଶ୍ରାୟେଲର ଲୋକମାନଙ୍କୁ ଏକତ୍ର କଲେ। ସମାନେେ କିରିଯତ୍-ୟିଯାରୀମ ସହରରୁ ନିଯମସିନ୍ଦୁକ ଫରୋଇ ଆଣିବା ନିମନ୍ତେ ଏକତ୍ର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ମିଶରର ଶିୟୋରନଦୀଠାରୁ ହମାତର ସହର ପର୍ଯ୍ୟନ୍ତ ଇସ୍ରାଏଲର ଲୋକମାନଙ୍କୁ ଏକତ୍ର କଲେ। ସେମାନେ କିରିୟତ୍-ଯିୟାରୀମ ସହରରୁ ନିୟମସିନ୍ଦୁକ ଫେରାଇ ଆଣିବା ନିମନ୍ତେ ଏକତ୍ର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।