1 Chronicles 13:6 — Compare Translations
5 translations compared side by side
Odia - 1840
"ଦାଉଦ ଓ ତାଙ୍କ ସହିତ ଇଶ୍ରାୟେଲର ସମସ୍ତ ଲୋକ ଯିହୁଦାର ବାଲାକୁ ଗଲେ। ବାଲା କିରିଯତ୍-ୟିଯାରୀମର ଅନ୍ୟ ଏକ ନାମ ଅଟେ। ସମାନେେ ନିଯମସିନ୍ଦୁକ ଆଣିବା ନିମନ୍ତେ ସଠାେକୁ ଗଲେ। ସହେି ନିଯମସିନ୍ଦୁକ ପରମେଶ୍ବର ସଦାପ୍ରଭୁଙ୍କ ସିନ୍ଦୁକ ଅଟେ। ସେ କିରୂବ ଦୂତଗଣ ଉପରେ ବିଦ୍ଯମାନ ଥାଆନ୍ତି। ଏହି ସିନ୍ଦୁକ ହିଁ ସଦାପ୍ରଭୁଙ୍କ ନାମ ରେ ନାମିତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ତାଙ୍କ ସହିତ ଇସ୍ରାଏଲର ସମସ୍ତ ଲୋକ ଯିହୁଦାର ବାଲାକୁ ଗଲେ। ବାଲା କିରିୟତ୍-ଯିୟାରୀମର ଅନ୍ୟ ଏକ ନାମ ଅଟେ। ସେମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ସେଠାକୁ ଗଲେ। ସେହି ନିୟମସିନ୍ଦୁକ ସଦାପ୍ରଭୁ ପରମେଶ୍ୱରଙ୍କ ସିନ୍ଦୁକ ଅଟେ। ସେ କିରୂବ ଦୂତଗଣ ଉପରେ ବିଦ୍ୟମାନ ଥା’ନ୍ତି। ଏହି ସିନ୍ଦୁକ ହିଁ ସଦାପ୍ରଭୁଙ୍କ ନାମରେ ନାମିତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।