1 Chronicles 13:7 — Compare Translations
5 translations compared side by side
Odia - 1840
"ଲୋକମାନେ ନିଯମସିନ୍ଦୁକକୁ ଅବୀନାଦବଙ୍କ ଗୃହରୁ କାଢ଼ି ଆଣିଲେ। ସମାନେେ ତାହାକୁ ଏକ ନୂତନ ଶଗଡ଼ଗାଡ଼ି ରେ ରଖିଲେ। ଉଷ ଓ ଅହିଯୋ ସହେି ଶଗଡ଼କୁ ଚଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ନିୟମସିନ୍ଦୁକକୁ ଅବୀନାଦବଙ୍କ ଗୃହରୁ କାଢ଼ି ଆଣିଲେ। ସେମାନେ ତାହାକୁ ଏକ ନୂତନ ଶଗଡ଼ ଗାଡ଼ିରେ ରଖିଲେ। ଉଷ ଓ ଅହିୟୋ ସେହି ଶଗଡ଼କୁ ଚଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।