1 Chronicles 13:8 — Compare Translations

5 translations compared side by side

Odia - 1840
"ଦାଉଦ ଓ ଇଶ୍ରାୟେଲ ସମସ୍ତ ଲୋକ ପରମେଶ୍ବରଙ୍କ ସମ୍ମୁଖ ରେ ଆନନ୍ଦ ଉତ୍ସବ କରୁଥିଲେ। ସମାନେେ ପରମେଶ୍ବରଙ୍କ ପ୍ରଶଂସା କରୁଥିଲେ ଓ ସଂଗୀତମାନ ଗାନ କରୁଥିଲେ। ସମାନେେ ବୀଣା, ସାରଙ୍ଗ, ଢ଼ୋଲ, ଗିନି ଓ ତୂରୀ ବାଦ୍ଯସବୁ ବଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ଇସ୍ରାଏଲ ସମସ୍ତ ଲୋକ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ ଉତ୍ସବ କରୁଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରଶଂସା କରୁଥିଲେ ଓ ସଂଗୀତମାନ ଗାନ କରୁଥିଲେ। ସେମାନେ ବୀଣା, ସାରଙ୍ଗ, ଢୋଲ, ଗିନି ଓ ତୂରୀ ବାଦ୍ୟସବୁ ବଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।