1 Chronicles 13:9 — Compare Translations
5 translations compared side by side
Odia - 1840
"ସମାନେେ କୀଦୋନସ୍ଥିତ ଶସ୍ଯ ଝାଡ଼ିବା ସ୍ଥାନକୁ ଆସିଲେ। ଶଗଡ଼ଗାଡ଼ିକୁ ଟାଣୁଥିବା ବଳଦମାନେ ଝୁଣ୍ଟିପଡ଼ିଲେ। ଏବଂ ନିଯମସିନ୍ଦୁକ ପ୍ରାଯ ପଡ଼ିୟିବା ତୁଲ୍ଯ ହେଲା। ତେଣୁ ଉଷ ସିନ୍ଦୁକଟିକୁ ଧରିବା ନିମନ୍ତେ ନିଜର ହାତ ବଢ଼ାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କୀଦୋନସ୍ଥିତ ଶସ୍ୟ ଝାଡ଼ିବା ସ୍ଥାନକୁ ଆସିଲେ। ଶଗଡ଼ ଗାଡ଼ିକୁ ଟାଣୁଥିବା ବଳଦମାନେ ଝୁଣ୍ଟିପଡ଼ିଲେ। ଏବଂ ନିୟମସିନ୍ଦୁକ ପ୍ରାୟ ପଡ଼ିଯିବା ତୁଲ୍ୟ ହେଲା। ତେଣୁ ଉଷ ସିନ୍ଦୁକଟିକୁ ଧରିବା ନିମନ୍ତେ ନିଜର ହାତ ବଢ଼ାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।