1 Chronicles 14:1 — Compare Translations

5 translations compared side by side

Odia - 1840
"ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ ରରଣେ କଲେ। ହୀରମ୍ ଆହୁରି ମଧ୍ଯ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼ଇମାନଙ୍କେୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସମାନଙ୍କେୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ରାଜ୍ୟ ବୃଦ୍ଧି ପାଇଲା ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।