1 Chronicles 14:10 — Compare Translations
5 translations compared side by side
Odia - 1840
"ଦାଉଦ ପରମେଶ୍ବରଙ୍କୁ ପଚାରିଲେ, ମୁଁ ୟାଇ ପଲେଷ୍ଟୀୟମାନଙ୍କ ସହିତ ୟୁଦ୍ଧ କରିବି କି? ତୁମ୍ଭେ ମାେତେ ସମାନଙ୍କେ ଉପରେ ବିଜଯ ପ୍ରଦାନ କରିବ କି? ସଦାପ୍ରଭୁ ଦାଉଦଙ୍କୁ ଉତ୍ତର ଦେଲେ, ୟାଅ, ଆମ୍ଭେ ତୁମ୍ଭକୁ ପଲେଷ୍ଟୀୟ ଲୋକଙ୍କ ଉପରେ ବିଜଯ ପ୍ରଦାନ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ପରମେଶ୍ଵରଙ୍କୁ ପଚାରି କହିଲେ, ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠି ଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପରମେଶ୍ୱରଙ୍କୁ ପଗ୍ଭରିଲେ, “ମୁଁ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବି କି? ତୁମ୍ଭେ ମୋତେ ସେମାନଙ୍କ ଉପରେ ବିଜୟ ପ୍ରଦାନ କରିବ କି?” ସଦାପ୍ରଭୁ ଦାଉଦଙ୍କୁ ଉତ୍ତର ଦେଲେ, “ଯାଅ, ଆମ୍ଭେ ତୁମ୍ଭକୁ ପଲେଷ୍ଟୀୟ ଲୋକଙ୍କ ଉପରେ ବିଜୟ ପ୍ରଦାନ କରାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କ’ଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କ’ଣ ସେମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠି ଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”