1 Chronicles 14:11 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ ଓ ତାଙ୍କ ଲୋକମାନେ ବାଲ୍-ଫରାସୀମ ସହରକୁ ଗଲେ ଓ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, ପରମେଶ୍ବର ମାେ ଦ୍ବାରା ମାେ ଶତ୍ରୁମାନଙ୍କୁ ବନ୍ଯା ବ୍ଯାପିବା ତୁଲ୍ଯ ଧ୍ବଂସ କରିଅଛନ୍ତି। ତେଣୁ ସହେି ସ୍ଥାନର ନାମ ବାଲ୍-ପରାସୀମ୍ ରଖାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, ପରମେଶ୍ଵର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ଵାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି । ଏହେତୁ ସେମାନେ ସେହି ସ୍ଥାନର ନାମ ବାଲ୍-ପରାସୀମ୍ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ଓ ତାଙ୍କ ଲୋକମାନେ ବାଲ୍-ପରାସୀମ ସହରକୁ ଗଲେ ଓ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ପରମେଶ୍ୱର ମୋ’ ଦ୍ୱାରା ମୋ’ ଶତ୍ରୁମାନଙ୍କୁ ବନ୍ୟା ବ୍ୟାପିବା ତୁଲ୍ୟ ଧ୍ୱଂସ କରିଅଛନ୍ତି।” ତେଣୁ ସେହି ସ୍ଥାନର ନାମ ବାଲ୍-ପରାସୀମ୍ ରଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋ’ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।