1 Chronicles 14:12 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟ ଲୋକମାନେ ବାଲ୍-ପରାସୀମ୍ଠା ରେ ସମାନଙ୍କେର ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସହେି ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସହେି ପ୍ରତିମାମାନଙ୍କୁ ଜ୍ବଳାଇ ଦବୋ ନିମନ୍ତେ ଦାଉଦ ତାଙ୍କର ଲୋକମାନଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି ଦାଉଦ ଆଜ୍ଞା କରନ୍ତେ, ସେସବୁ ଅଗ୍ନିରେ ଦଗ୍ଧ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ଲୋକମାନେ ବାଲ୍-ପରାସୀ‌‌ମ୍‌‌ଠାରେ ସେମାନଙ୍କର ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସେହି ପ୍ରତିମାମାନଙ୍କୁ ଜ୍ୱଳାଇ ଦେବା ନିମନ୍ତେ ଦାଉଦ ତାଙ୍କର ଲୋକମାନଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହିସବୁ ଅଗ୍ନିରେ ଦଗ୍ଧ କରାଗଲା।