1 Chronicles 14:13 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଇଫାଯୀମ୍ ଉପତ୍ୟକା ରେ ରହୁଥିବା ଲୋକମାନଙ୍କ ଉପରେ ଆଉଥରେ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ଲୋକଙ୍କ ଉପରେ ଆଉ ଏକ ବିଜୟ ପଲେଷ୍ଟୀୟମାନେ ରଫାୟୀମ୍ ଉପତ୍ୟକାରେ ରହୁଥିବା ଲୋକମାନଙ୍କ ଉପରେ ଆଉଥରେ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।