1 Chronicles 14:15 — Compare Translations

5 translations compared side by side

Odia - 1840
"ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ୟୁଦ୍ଧ ୟାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ବର, ତୁମ୍ଭ ସମ୍ମୁଖ ରେ ୟିବା ଓ ପଲେଷ୍ଟୀୟ ସୈନ୍ଯଦଳକୁ ପରାସ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ତୂତବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ଵର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ଯୁଦ୍ଧ ଯାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ୱର, ତୁମ୍ଭ ସମ୍ମୁଖରେ ଯିବା ଓ ପଲେଷ୍ଟୀୟ ସୈନ୍ୟଦଳକୁ ପରାସ୍ତ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”