1 Chronicles 14:16 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କୁ ଯେପରି କରିବାକୁ କହିଲେ, ଦାଉଦ ଠିକ୍ ସହେିପରି କଲେ। ତେଣୁ ଦାଉଦ ଓ ତାଙ୍କର ଲୋକମାନେ ପଲେଷ୍ଟୀୟ ସୈନ୍ଯଦଳଙ୍କୁ ପରାସ୍ତ କଲେ। ସମାନେେ ଗିବଯେୋନ୍ ସହରଠାରୁ ଗଷେର ସହର ପର୍ୟ୍ଯନ୍ତ ପଡ଼ିଥିବା ସାରା ପଥରେ ପଲେଷ୍ଟୀୟମାନଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ଯେପରି ଆଜ୍ଞା କଲେ, ଦାଉଦ ସେପରି କଲେ; ପୁଣି ସେମାନେ ଗିବୀୟୋନ୍‍ଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କୁ ଯେପରି କରିବାକୁ କହିଲେ, ଦାଉଦ ଠିକ୍ ସେହିପରି କଲେ। ତେଣୁ ଦାଉଦ ଓ ତାଙ୍କର ଲୋକମାନେ ପଲେଷ୍ଟୀୟ ସୈନ୍ୟଦଳଙ୍କୁ ପରାସ୍ତ କଲେ। ସେମାନେ ଗିବିୟୋନ୍ ସହରଠାରୁ ଗେଷର୍ ସହର ପର୍ଯ୍ୟନ୍ତ ପଡ଼ିଥିବା ସାରା ପଥରେ ପଲେଷ୍ଟୀୟମାନଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର୍‍ ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।